ଭାରତ

ଆଜି ଅପରାହ୍ଣ ୨ଟା ୩୫ରେ ଲଞ୍ଚ ହେବ  ଚନ୍ଦ୍ରଯାନ-୩

(ଦିଲ୍ଲୀ) : ଆଜି ଲଞ୍ଚ ହେବ  ଚନ୍ଦ୍ରଯାନ-୩ ।   ଏନେଇ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁରୁବାର ଘୋଷଣା କରିଛି । ଆନ୍ଧ୍ରପ୍ରଦେଶର ସତୀଶ ଧାବନ ମହାକାଶ କେନ୍ଦ୍ରରୁ ନୂତନ ଲଞ୍ଚ ଭେହିକ୍‌ଲ ଏଲ୍‌ଭିଏମ୍‌-୩ ସାହାଯ୍ୟରେ ଏହାକୁ ଉତ୍‌କ୍ଷେପଣ କରାଯିବ।

ପୂର୍ବରୁ ଇସ୍ରୋ ପକ୍ଷରୁ ଟ୍ବିଟ୍ କରି କୁହାଯାଇଛି, ଜୁଲାଇ ୧୪ ଅପରାହ୍ଣ ୨ଟା ୩୫ରେ ଏହାକୁ ଉତ୍‌କ୍ଷେପଣ କରାଯିବ। ଜୁଲାଇ ୧୪ରେ ଏହି ଯାନ ତା’ର ଊର୍ଦ୍ଧ୍ବଗତି ଆରମ୍ଭ କରି ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପୂର୍ବରୁ ଗତମାସରେ ଇସ୍ରୋ ଅଧ୍ୟକ୍ଷ ଏସ୍ ସୋମନାଥ କହିଥିଲେ ଯେ, ଜୁଲାଇ ୧୩ରୁ ୧୯ ଭିତରେ ଭାରତର ତୃତୀୟ ଚନ୍ଦ୍ର ଅଭିଯାନରେ ଚନ୍ଦ୍ରଯାନ-୩ର ଉତ୍‌କ୍ଷେପଣ କରାଯିବ।

Related posts

ଗୁପଚୁପ ପାଇଁ ଦୁଇ ଗୋଷ୍ଠୀ ମଧ୍ୟରେ ମରଣାତ୍ମକ ଆକ୍ରମଣ

mahabharatanews

ଆନ୍ଧ୍ରପ୍ରଦେଶ କେମିକାଲ୍‌ କମ୍ପାନିରେ ଗ୍ୟାସ୍‌ ଲିକ୍‌; ଡାକ୍ତରଖାନାରେ ଭର୍ତ୍ତି ହେଲେ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ ମହିଳା କର୍ମଚାରୀ

mahabharatanews

ବ୍ରିଜଭୂଷଣଙ୍କୁ ଆଶ୍ଵସ୍ତି; ମିଳିଲାନି କୌଣସି ପ୍ରମାଣ

mahabharatanews