ଓଡିଶା

ବେଆଇନ ବାଲି ଓ ପଥର ବୋଝେଇ ଟ୍ରାକ୍ଟର ଜବତ

(ରଜନୀକାନ୍ତ ପାତ୍ର/ହିଞ୍ଜିଳି):ବେଆଇନ ପଥର ଓ ବାଲି ବୋଝେଇ ଦୁଇଟି ଟ୍ରାକ୍ଟରକୁ ବେଲଗୁଣ୍ଠା ତହସିଲଦାର ସରୋଜ କୁମାର ବେହେରା ଜବତ କରିଥିବା ଜଣାପଡ଼ିଛି । ବେଆଇନ ବାଲି ଚାଲାଣ ହେଉଥିବା ଖବର ପାଇ ବେଲଗୁଣ୍ଠା ତହସିଲଦାର ଗିରିସୋଲାରୁ ଏକ ବାଲି ବୋଝେଇ ଟ୍ରାକ୍ଟର ଜବତ କରିଥିବା ବେଳେ ଆମ୍ବପୁଆ ନିକଟରୁ ଏକ ପଥର ବୋଝେଇ ଟ୍ରାକ୍ଟର ଜବତ କରିଛନ୍ତି । ଦୁଇ ଟ୍ରାକ୍ଟରର ଡ୍ରାଇଭରକୁ ଅଟକ ରଖାଯାଇଥିବା ତହସିଲଦାର ଶ୍ରୀ ବେହେରା ପ୍ରକାଶ କରିଛନ୍ତି ।

Related posts

୩୫ ପ୍ରତିଶତ ଶସ୍ତା ହେଲା ମଦ

mahabharatanews

ମହାନତା ଦେଖାଇଲେ ଥାନା ଅଧିକାରିଣୀ

mahabharatanews

ତୁରନ୍ତ ତଦନ୍ତ ରିପୋର୍ଟ ଦେବାକୁ ଡିସିପିଙ୍କୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ

mahabharatanews