ଓଡିଶା

ଟ୍ରେନ୍ ଦୁର୍ଘଟଣା : ମୃତ୍ୟୁ ୨୮୮, ଆହତ ୯୦୦

(କରମଣ୍ଡଳ) : କରମଣ୍ତଳ ଟ୍ରେନ୍ ଦୁର୍ଘଟଣା । ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି । ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ।

ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ଅଧିକ ବଢିପାରେ ବୋଲି କହିଛନ୍ତି ପ୍ରଦୀପ ଜେନା । ସାରା ରାତି ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା । ଆଜି ସକାଳୁ ମଧ୍ୟ ଚାଲିଛି ଉଦ୍ଧାକ କାର୍ଯ୍ୟ । ସମସ୍ତ ଆହତଙ୍କୁ ରାଜ୍ୟର ଭିନ୍ନ ଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ବେଳେ ମୃତ ଦେହକୁ ଗୋଟିଏ ସ୍ଥାନରେ ରଖାଯାଇଛି । କରମଣ୍ତଳ  ସେପଟେ ଆଜି ସକାଳ ୮ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିବେ । ଗତକାଲି ଏନେଇ ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ ।

Related posts

ରାଜ୍ୟରେ ୧୦୯୯ ଖାଲି ଏଏନଏମ ପଦବୀ ପୂରଣ କରାଯିବ: ନବ ଦାସ

mahabharatanews

ଜଷ୍ଟିସ ମହମ୍ମଦ ରଫିକ ଓଡିଶା ହାଇକୋର୍ଟର ପ୍ରଧାନ ବିଚାରପତି ନିଯୁକ୍ତ

mahabharatanews

ବଢୁଛି ହାତୀ ଆକ୍ରମଣରେ ମୃତ୍ୟୁ ସଂଖ୍ୟା , ପୁଣି ଜଣେ ମୃତ

mahabharatanews