ଓଡିଶା

ହୋଇପାରେ ଲଘୁଚାପ ! ଦୁଇଦିନ ପ୍ରବଳ ବର୍ଷା

(ଭୁବନେଶ୍ୱର) ; ୬ ତାରିଖରେ ହୋଇପାରେ ଲଘୁଚାପ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି । ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଅ୍ଧମ ଏହି ଲଘୁଚାପ ସୃଷ୍ଟି ହେଲେ ୬ ଏବଂ ୭ ଦୁଇଦିନ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ବିସେଷଜ୍ଞ ଓମାଶଙ୍କର ଦାସ କହିଛନ୍ତି । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସାଙ୍ଗକୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Related posts

ରାଜାରାଜୁଡା ଅମଳର ମା ଭୈରବୀଙ୍କ ମନ୍ଦିରର ରତ୍ନମୁଦ ଉତ୍ସବ

mahabharatanews

‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କଲେ ରାଷ୍ଟ୍ରପତି

mahabharatanews

୧୫ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

mahabharatanews