ଓଡିଶା

 ଯବାନଙ୍କ ଗୁଳିରେ ୨ ମାଓବାଦୀ ନିହତ

(ଛତିଶଗଡ଼) : ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ମାଓ ଆକ୍ରମଣ । ନିର୍ବାଚନ ପୂର୍ବରୁ ମାଓବାଦୀଙ୍କ ବିରୋଧରେ ସୁରକ୍ଷାବାହିନୀର ବଡ଼ ଅପରେସନ ଆରମ୍ଭ ହୋଇଯାଇଛି। ସୁରକ୍ଷା ବାହିନୀର ଯବାନମାନେ ଛତିଶଗଡ଼ର ବିଜାପୁର-ଦନ୍ତେଓ୍ବାଡା ସୀମାରେ ଅପରେସନ ଜାରି ରଖିଛନ୍ତି। ଯବାନଙ୍କ ଗୁଳିରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି।

ସୂଚନାନୁଯାୟୀ , ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ଆହତ ଯବାନଙ୍କୁ ଏୟାରଲିଫ୍ଟ କରି ରାୟପୁର ସ୍ଥାନାନ୍ତରିତ କରାଯାଇଛି। ସୁକୁମା, ବିଡାପୁର ଓ ଦନ୍ତେଓ୍ବାଡା ଏସପିଙ୍କ ନେତୃତ୍ବରେ ଚାଲିଛି ଅପରେସନ।

Related posts

ବାଜି ମାରିଲା ଓଡ଼ିଶାର ‘ପ୍ରଜ୍ଞାପନ ମେଢ

mahabharatanews

ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ଦାୟିତ୍ଵ ଗ୍ରହଣକଲେ ଡଃ ପ୍ରଦୀପ ମିଶ୍ର

mahabharatanews

ଅରିନ୍ଦମଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

mahabharatanews