Uncategorized

ୟୁକ୍ରେନ ରାଷ୍ଟ୍ରପତିଙ୍କ ପତ୍ନୀ ହସ୍ପିଟାଲରେ ଭର୍ତ୍ତି

କ୍ୱିଭ: ୟୁକ୍ରେନ ରାଷ୍ଟ୍ରପତି ଭଲୋଡିମିର ଜେଲେନ୍ସ୍ିଙ୍କ ପତ୍ନୀ ନୂତନ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହେବା ପରେ ଦ୍ୱିପାକ୍ଷିକ ନିମୋନିଆରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ରାଷ୍ଟ୍ରପତିଙ୍କ ଅଫିସ ପକ୍ଷରୁ ଆଜି କୁହାଯାଇଛି, ଓଲେନା ଜେଲେନ୍ସ୍ିଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି ଓ ଓଲେନା କରୋନା ପଜିଟିଭ ବାହାରିବା ପରେ ରାଷ୍ଟ୍ରପତି ଓ ତାଙ୍କ ସେମାନଙ୍କ ପିଲାମାନଙ୍କ କରୋନା ଟେଷ୍ଟ ହୋଇଥିଲା । ତେବେ ସେମାନଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି ।

Related posts

ୟୁପିର ୧୪ ଜିଲ୍ଲାରେ ଇଣ୍ଟରନେଟ ବନ୍ଦ, ୩୫୦୦ରୁ ଉଦ୍ଧ୍ୱର୍ ଅଟକ

mahabharatanews

ହିନ୍ଦୁ ପରିବାରରେ ମୁସଲମାନ ହୋଇଛନ୍ତି ଅତିଥି

mahabharatanews

ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୧ ହଜାର ୧୨୯

mahabharatanews