ଓଡିଶା

କଟକ ମୁଣ୍ଡଳି CISF କ୍ୟାମ୍ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କଟକ ମୁଣ୍ଡଳି CISF କ୍ୟାମ୍ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ CISFର ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । CISF କ୍ୟାମ୍ପରେ ଅମିତ ଶାହ ସମ୍ବୋଧନ ଦେଇ CISF ଭୂମିକାକୁ ପ୍ରଶଂସା କରିଥିଲେ । ଆଉ କହିଥିଲେ ଔଦୋଗିକ ବିକାଶର ସମ୍ଭାବନା CISF ବିନା ଅସମ୍ଭବ । ସମୟ ସହିତ CISF ନିଜକୁ ଗଢ଼ିଛି । ଦେଶର ସୁରକ୍ଷାରେ CISFର ଭୂମିକା ଗୁରୁତ୍ବପୂର୍ଣ୍ଣ । ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ ବୋଲି କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲବାଦ ମୁକ୍ତ ଲକ୍ଷ୍ୟ ରହିଛି । ନକ୍ସଲମୁକ୍ତ ଅଭିଯାନରେ ସୁରକ୍ଷାବଳଙ୍କ ଭୂମିକା ଅନନ୍ୟ । CISF ଯବାନ କଠିନ ପରିସ୍ଥିତିରେ କର୍ତ୍ତବ୍ୟପାଳନ କରିଆସୁଛନ୍ତି ।

Related posts

ମୌଳିକ ସମସ୍ୟାର ସମାଧାନ ପାଇଁ ପଞ୍ଚାୟତବାସୀଙ୍କ ଦାବିପତ୍ର

mahabharatanews

ବାଲ୍ୟ ବିବାହ ବିରୋଧରେ ସଚେତନତା ଅଭିଯାନ

mahabharatanews

ବିଜେଡି ବିଧାୟକ ପ୍ରଦୀପ ମହାରଥୀ କରୋନା ପଜିଟିଭ୍

mahabharatanews