ଓଡିଶା

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

(ପୁରୀ) : ପୁରୀ ଶ୍ରୀମନ୍ଦିର ପାଇଁ ପୁଣି ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ ଅଫିସର ବୀର ବିକ୍ରମ ଯାଦବ ହେଇଛନ୍ତି ଶ୍ରୀମନ୍ଦିରର ପ୍ରଶାସନର ମୁଖ୍ୟ ପ୍ରଶାସକ ।

ସୂଚନାନୁଯାୟୀ , ରାଜ୍ୟ ସରକାର ତାଙ୍କୁ ବର୍ତ୍ତମାନର ଦାୟିତ୍ୱ ସହିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମଧ୍ୟ ଦାୟିତ୍ୱ ଦେଇଛନ୍ତି । ଏ ସମ୍ପର୍କିତ ନିର୍ଦ୍ଦେଶନାମା ଆଇନ୍ ବିଭାଗ ପକ୍ଷରୁ ଜାରି କରାଯାଇଛି । ତେବେ ୧୯୯୬ ମସିହାର ଏହି ଆଇଏଏସ୍ ଅଫିସର ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ ଏବେ ତାଙ୍କୁ ପୁଣିଥରେ ସେହି ସମାନ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଅଚାନକ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Related posts

ନୂଆପଡା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲ, ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

mahabharatanews

କରୋନା: ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ୬ ରାଷ୍ଟ୍ର ସହ ଆଲୋଚନା

mahabharatanews

ବୃଦ୍ଧି ପାଇଲା ଅମୁଲ କ୍ଷୀର ଦର

mahabharatanews