ଅପରାଧଦେଶ ବିଦେଶ

କୋର୍ଟରେ ହାଜର ଭେନେଜୁଏଲା ରାଷ୍ଟ୍ରପତି

ମୁଁ ନିର୍ଦ୍ଦୋଷ । ମୋ ସହ ଅନ୍ୟାୟ ହୋଇଛି । କୋର୍ଟରେ ହାଜର ହେଲେ ଭେନେଜୁଏଲା ରାଷ୍ଟ୍ରପତି । ରାଷ୍ଟ୍ରପତି ନିକୋଲାସ ମାଦୁରୋ ଓ ତାଙ୍କ ପତ୍ନୀଙ୍କୁ ଆମେରିକାର ସଂଘୀୟ ଅଦାଲତରେ ହାଜର କରାଯାଇଛି । ଡ୍ରଗ୍ସ କାରବାର ସମେତ ଅନେକ ଗମ୍ଭୀର ଅଭିଯୋଗ ଉପରେ ନିଜକୁ କୋର୍ଟରେ ନିର୍ଦ୍ଦୋଷ ବୋଲି କହିଛନ୍ତି ମାଦୁରୋ । ମାଦୁରୋ ଓ ତାଙ୍କ ପତ୍ନୀଙ୍କ ପ୍ରାୟ ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିଥିବା ଶୁଣାଣି ପରେ କୋର୍ଟରୁ ବାହାରିଥିଲେ । ଆଉ ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ୨୦୨୬ ମାର୍ଚ୍ଚ ୧୭ରେ ହେବ ।

Related posts

ବିଜେପି ଇସ୍ତାହାରରେ ମହିଳାଙ୍କୁ 2000 ଟଙ୍କା ଏବଂ 3ଟି ମାଗଣା ଏଲପିଜି ସିଲିଣ୍ଡର

mahabharatanews

ମହିଳା ବ୍ୟବସାୟୀଙ୍କ ଠାରୁ ଟଙ୍କା ବ୍ୟାଗ ଲୁଟ

mahabharatanews

ଅତିକ ବ୍ରଦର୍ସ ହତ୍ୟାକାଣ୍ଡ ତଦନ୍ତକୁ ନେଇ ପିଟିସନ ଅପିଲ କରିଛନ୍ତି ଆଇନଜୀବୀ ବିଶାଲ

mahabharatanews