ଓଡିଶାଦେଶ ବିଦେଶରାଜନୀତି

ଜୁଲାଇ ୯ ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଜୁଲାଇ ୯ ତାରିଖରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ଭୁବନେଶ୍ୱର ଓୟୁଏଟିରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, କେନ୍ଦ୍ରମନ୍ତ୍ରୀ ଓ ମନ୍ତ୍ରୀ ମଧ୍ୟ ସାମିଲ ହେବେ ।

Vice President CP Radhakrishnan arrive in Sri Lanka for 2-day visit to boost diplomatic ties – Firstpost

ଉପରାଷ୍ଟ୍ରପତି ଦିନିକିଆ ଗସ୍ତରେ ଆସୁଥିବାରୁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି । ସୁରକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି କାର୍ଯ୍ୟକ୍ରମ ସ୍ଥଳର ସମସ୍ତ ବ୍ୟବସ୍ଥାକୁ ନେଇ ସମ୍ପୃକ୍ତ ବିଭାଗମାନେ ସଜାଗ ରହିଛନ୍ତି । ଏହି ଦିନିକିଆ ଗସ୍ତରେ ଉପରାଷ୍ଟ୍ରପତି ଭୁବନେଶ୍ୱରରେ ବିଭିନ୍ନ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି ।

Who is CP Radhakrishnan, NDA's candidate for Vice-President? - India News | The Financial Express

Related posts

ଆସନ୍ତା କାଲି ଶ୍ରୀ ଜୀଉଙ୍କ ବାମନ ବେଶ

mahabharatanews

ସିବିଆଇ ହାତରେ ଧରାପଡିଲା ନିଟ୍‌-ୟୁଜି ୨୦୨୬ ପ୍ରଶ୍ନପତ୍ର ଲିକ୍ ମାମଲାର ମାଷ୍ଟରମାଇଣ୍ଡ ।

mahabharatanews

ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

mahabharatanews