ଓଡିଶା

ଭିଜିଲାନ୍ସ ଜାଲରେ ହିନ୍ଦୋଳ ବିଇଓ ଶାନ୍ତନୁ ମଲ୍ଲିକ

ହିନ୍ଦୋଳ : ଭିଜିଲାନ୍ସ ଜାଲରେ ହିନ୍ଦୋଳ ବିଇଓ ଶାନ୍ତନୁ ମଲ୍ଲିକ | ଜଣେ ଶିକ୍ଷକଙ୍କ ପାଖରୁ ୧୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ବ୍ଲକ୍ ଶିକ୍ଷା ଅଧିକାରୀ | ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସର ମିଳିତ ଟିମ୍ । ଶାନ୍ତନୁଙ୍କ ଭଡ଼ା ଘରୁ ନଗଦ ୯୧ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ଏଥି ସହ ଭଦ୍ରକ ପୈତୃକ ଘର ଏବଂ ହିନ୍ଦୋଳ ଶିକ୍ଷା ଅଫିସରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ ।

ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ୍ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ଜଣେ ଶିକ୍ଷକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସର ମିଳିତ ଟିମ୍ । ଶାନ୍ତନୁଙ୍କ ଭଡ଼ା ଘରେ, ଭଦ୍ରକ ପୈତୃକ ଘର ଏବଂ ହିନ୍ଦୋଳ ଶିକ୍ଷା ଅଫିସରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ରେଡ୍ ବେଳେ ଶାନ୍ତନୁଙ୍କ ଭଡ଼ା ଘରୁ ନଗଦ ୯୧ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ ।

Related posts

ଆଜିଠୁ ରୋପୱେର ମଜା ନେଇପାରିବେ ପର୍ଯ୍ୟଟକ 

mahabharatanews

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଏପ୍ରିଲ୧୪ ତାରିଖ ଯାଏ ଘୁଞ୍ଚିଲା

mahabharatanews

ଭିନ୍ନ ଢଙ୍ଗରେ ବିବାହ ବାର୍ଷିକ ପାଳନ କଲେ କର୍ମକାର ଦମ୍ପତି

mahabharatanews