ଅପରାଧଓଡିଶା

ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

କଟକ : ଭିଜିଲାନ୍ସ ଜାଲରେ ଆଉ ଜଣେ ଲାଞ୍ଚୁଆ ଅଧିକାରୀ । କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ କରିଛି। କଟକ,ଖୋର୍ଦ୍ଧା, ଭଦ୍ରକଓ ଯାଜପୁର ଓ ଭୁବନେଶ୍ୱରର ୧୨ଟି ସ୍ଥାନରେ ଚଢ଼ାଉ କରାଯାଇଛି ।

ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ଭୋର ପ୍ରାୟ ୪ଟା ସମୟରେ ୧୨ ଟି ସ୍ଥାନରେ ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୯ ଡିଏସପି ସହ ୧୧ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

Related posts

 ୨୧ରେ ଖୋଲିବ ସ୍କୁଲ, ବାଦ ପଡିପାରେ ୭ଜିଲ୍ଲା

mahabharatanews

ଅବକାରୀ ବିଭାଗର ଚଢଉ, ୩ ଗାଡି ସିହତ୧୫୦କ୍ୱିଟାଂଲ ମହୁଲ ଜବତ

mahabharatanews

ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଓଡିଶାକୁ ସ୍ବର୍ଣ୍ଣ ପଦକ

mahabharatanews