ଅପରାଧଓଡିଶା

ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

କଟକ : ଭିଜିଲାନ୍ସ ଜାଲରେ ଆଉ ଜଣେ ଲାଞ୍ଚୁଆ ଅଧିକାରୀ । କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ କରିଛି। କଟକ,ଖୋର୍ଦ୍ଧା, ଭଦ୍ରକଓ ଯାଜପୁର ଓ ଭୁବନେଶ୍ୱରର ୧୨ଟି ସ୍ଥାନରେ ଚଢ଼ାଉ କରାଯାଇଛି ।

ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ଭୋର ପ୍ରାୟ ୪ଟା ସମୟରେ ୧୨ ଟି ସ୍ଥାନରେ ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୯ ଡିଏସପି ସହ ୧୧ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

Related posts

ଋଣ ଶୁଝି ନପାରି ମହିଳାଙ୍କ ଆତ୍ମହତ୍ୟା

mahabharatanews

ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ଦମ୍ପତ୍ତି ଗୁରୁତର ସଙ୍କଟାପନ୍ନ: ମେଡିକାଲରେ ଭର୍ତ୍ତି

mahabharatanews

 ୨୦ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ  

mahabharatanews