ଓଡିଶା

 ୫ଟି ସଚିବଙ୍କ ସମ୍ବଲପୁର ଗସ୍ତ 

(ସମ୍ବଲପୁର) : ସମ୍ବଲପୁର ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ୍ । ସକାଳୁ ସକାଳୁ ବର୍ଷାରେ ଓଦା ହୋଇ କଲେ ବିକାଶର ସମୀକ୍ଷା। ପ୍ରବଳ ବର୍ଷାରେ ରେନିକୋଟ୍ ପିନ୍ଧି ମାଆ ସମଲେଶ୍ବରୀଙ୍କ ଦର୍ଶନ କରିଛନ୍ତି ୫ଟି ସଚିବ।

ସୂଚନାନୁଯାୟୀ , ଏହା ସହ ଲୋକଙ୍କ ସମସ୍ୟା ବୁଝିଛନ୍ତି। ସମ୍ବଲପୁର ଗସ୍ତର ୨ୟ ଦିନରେ ସମଲେଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିଛନ୍ତି ପାଣ୍ଡିଆନ୍।ଏହାସହ ମନ୍ଦିର ଟ୍ରଷ୍ଟବୋର୍ଡ ସହ ଆଲୋଚନା କରିଛନ୍ତି । ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରି ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି ୭ଦିନ ମଧ୍ୟରେ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ୫ଟି ସଚିବ

Related posts

ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନମେଳା ଉଦଘାଟିତ

mahabharatanews

ହାତୀ ଆକ୍ରମଣରେ ଚାଲିଗଲା ବନ କର୍ମଚାରୀଙ୍କ ଜୀବନ

mahabharatanews

 ସ୍କ୍ରବ୍ ଟାଇଫସ୍ ଆତଙ୍କ; ସୁନ୍ଦରଗଡ଼ରେ ଆକ୍ରାନ୍ତ ସଂଖ୍ୟା ୨୪୪କୁ ବୃଦ୍ଧି 

mahabharatanews