ଭାରତ

ଚାଲିଛି  ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ

(ପଶ୍ଚିମବଙ୍ଗ) : ଆରମ୍ଭ ହେଲା ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ  । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି । ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ପଶ୍ଚିମବଙ୍ଗ ପୋଲିସ ବିଭିନ୍ନ ସ୍ଥାନରେ ସର୍ଚ୍ଚ ଅପରେସନ କରିଥିବା ନେଇ ସୂଚନା ରହିଛି ।

୬୩୨୨୯ ପଞ୍ଚାୟତ, ୯୭୩୦ ପଞ୍ଚାୟତ ସମିତି, ୯୨୮ ଜିଲ୍ଲା ପରିଷଦ ପାଇଁ ଭୋଟିଂ । ୫ କୋଟି ୬୭ ଲକ୍ଷ ଭୋଟର ନିର୍ଦ୍ଧାରଣ କରିବେ ଭାଗ୍ୟ । ଆସନ୍ତା ଜୁଲାଇ ୧୧ ତାରିଖରେ ଘୋଷଣା ହେବ ଫଳାଫଳ । ସମଗ୍ର ବଙ୍ଗଳାରେ କେନ୍ଦ୍ରୀୟ ଫୋର୍ସର 485ଟି କମ୍ପାନୀ ନିୟୋଜିତ ଅଛନ୍ତି । ମୋଟ୍ 65,000 ଯବାନ ହିଂସାକୁ ରୋକିବା ପାଇଁ ସବୁ ସ୍ଥାନରେ ନିୟୋଜିତ ହୋଇଛନ୍ତି ।

Related posts

ଏନକାଉଣ୍ଟରରେ ଟଳିଲେ ୨୯ ମାଓବାଦୀ

mahabharatanews

ସ୍ପେନର ବିମାନ ଦୁର୍ଘଟଣାଗ୍ରସ୍ତ

mahabharatanews

ସ୍ବର୍ଣ୍ଣ ପଦକ ସହ ନୂଆ ରେକର୍ଡ ସୃଷ୍ଟି କଲେ ପୁନମ

mahabharatanews