ଓଡିଶା

୨୫ ସକାଳ ସୁଦ୍ଧା ବାତ୍ୟା ସମ୍ଭାବନା

(ଭୁବନେଶ୍ୱର) : ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ। ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ।

ସୂଚନାନୁଯାୟୀ, ଆସନ୍ତାକାଲି  ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏକ୍ସ ଜରିଆରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଏହାର ପ୍ରଭାବ ଓଡ଼ିଶା ଉପରେ ରହିବନି ପୂର୍ବରୁ କହିଥିଲେ IMD ଡିଜି । ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ କାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି  

Related posts

ଶ୍ରୀମନ୍ଦିର ରତ୍ନସିଂହାସନରେ ବିରାଜିତ ଦାରୁବ୍ରହ୍ମରୂପୀ ଚତୁର୍ଦ୍ଧା ବିଗ୍ରହଙ୍କର ପୁଷ୍ପ ବେଶ

mahabharatanews

ବରୀରେ ଅଭାବନୀୟ ଘଟଣା ଆମ୍ବୁଲାନ୍ସ ବଦଳେ ଟଲିରେ ବୁହାହେଲେ ପ୍ରସୂତି

mahabharatanews

କାରାଗାରରେ କଏଦୀ ମୃତ ଦେହ ଠାବ   

mahabharatanews