ଓଡିଶା

୧୯ରୁ ବଦଳିବ ପାଗ 

(ଭୁବନେଶ୍ୱର) : ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ,ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ତେବେ ୧୯ ତାରିଖରୁ ପାଗ ବଦଳିବ । ଏଥିପାଇଁ ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ ଓ ୨୧ ତାରିଖରେ ମଧ୍ୟ ଅନେକ ସ୍ଥାନରେ କାଳବୈଶୀଖୀ ବର୍ଷା ସହ ଗ୍ରୀଷ୍ମ ଲହରୀ ମଧ୍ୟ ଦେଖାଦେବ । ୩୧ ତାରିଖ ବେଳକୁ ମୌସୁମୀ କେରଳ ଛୁଇଁବା ନେଇ ଆକଳନ କରାଯାଇଛି ।

ଦେଶରେ ଅସହ୍ୟ ଗୁଳୁଗୁଳି ସହ ଉଚ୍ଚ ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିସାରିଲାଣି । କେଉଁଠି ୪୫ ଡିଗ୍ରୀ ଉପରେ ତାପମାତ୍ରା ରହୁଛି ତ କେଉଁଠି ୪୦ ଡିଗ୍ରୀ ଉପରେ ରହୁଛି । ଏସବୁ ଭିତରେ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଲୋକଙ୍କ ମନରେ ଆଶ୍ୱସ୍ତି ଆଣିଛି ।

Related posts

“ମୋ ସ୍ୱାମୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ଚାଲିଛି”: ସୁନୀତା କେଜ୍ରିୱାଲ

mahabharatanews

ଅନୁଗୋଳରେ ବିଶ୍ବ ଯକ୍ଷ୍ମା ଦିବସ-୨୦୨୬ ପାଳିତ

mahabharatanews

ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ; ପାସ୍‌ ହାର ୯୫.୩୩ ପ୍ରତିଶତ

mahabharatanews