Accidentଅପରାଧଓଡିଶାଭାରତ

ଦଉଡି ଦେଇ ଯୁବତୀଙ୍କ ଆତ୍ମହତ୍ୟା

କେନ୍ଦ୍ରାପଡ଼ା(ଅଶ୍ୱିନୀ କୁମାର ସାହୁ):ରାଜକନିକା ଥାନା ଅନ୍ତର୍ଗତ ବଳରାମପୁର ପଞ୍ଚାୟତ ସାତଘରିଆ ଗାଁରେ ଜଣେ ଯୁବତୀ ଆଜି ନିଜ ଶୋଇବା ଘରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି।ତେବେ ଆତ୍ମହତ୍ୟା ର କାରଣ ସ୍ପଷ୍ଟ ହୋଇ ପାରିନଥିବା ବେଳେ ଏହା ପ୍ରେମ ସମ୍ପର୍କକୁ ନେଇ ହୋଇଥିବା ବିଶେଷ ସୂତ୍ରରୁ ଖବର ମିଳିଛି। ଘରେ କେହି ନଥିବା ବେଳେ ଯୁବତୀ ଜଣଙ୍କ ନିଜ ଓନିକୁ ବେକରେ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି।ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ରାଜକନିକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯୁବତୀଙ୍କ ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ଆଳି ପଠାଇଥିବା ଜଣା ପଡ଼ିଛି।ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ବାସ୍ତବ ଘଟଣା ସାମ୍ନାକୁ ଆସିବ ବୋଲି ପୋଲିସ ତଦନ୍ତକାରୀ ଅଧିକାରୀ ସୂଚନା ଦେଇଛନ୍ତି

Related posts

ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ରକ୍ତଦାନ ଶିବିର ଅନୁଷ୍ଠିତ

mahabharatanews

ଭାରତରେ କରୋନାସ୍ଥିତି ଜଟିଳ : ଗତ ୨୪ ଘଣ୍ଟାରେ ୩୩୯୦ ଆକ୍ରାନ୍ତ ଚିହ୍ନଟ ସହ ୧୦୩ ଟି ଜୀବନ ନେଇଛି କରୋନା ଭାଇରସ

mahabharatanews

ଘରେ ନିଆଁ ଲାଗି ସହକାରୀ ବନଅଧିକାରୀ ଗୁରୁତର

mahabharatanews